Question ୫ ।
ଆସ, କବିତାଟିକୁ ଆବୃରି କରିବା । ‘ଶିକ୍ଷାଦୀକ୍ଷା’ କବିତାରେ କବି ଏପରି କିଛି ଶବ୍ଦ ବ୍ୟବହାର କରିଛନ୍ତି ଯେଉଁମାନଙ୍କ ଯୋଗୁଁ କବିତାଟି ଶ୍ରୁତିମଧୁର ହୋଇପାରିଛି । କବିତାଟିକୁ ମନଦେଇ ପଢ଼ି ସେହି ଶବ୍ଦଗୁଡିକୁ ବାଛି ଲେଖୁବା । ଉଦାହରଣ : ଶିକ୍ଷା, ଦୀକ୍ଷା

(୧) ଭକ୍ତି, ନୀତି (୨) କେଡେ, ଛାଡେ (୩) ଗୂଢ଼, ବାଡ (୪) ସୁଦ୍ଧା, ବିଘ୍ନ-ବାଧା
(୫) କେଭେ, ଲୋଭେ, (୬) ଛାଡ, ପଡ (୭) ଲୋଡ, ବାଡ
(୮) ଦେଖୁ, ସୁଖୀ (୯) ଆଶ, ଦାସ (୧୦) ଯୋଡ, ଗଡ ।
Question ୬।
ଅସା, ଶୂନ୍ୟସ୍ଥାନ ପୂରଣ କରିବା ।
(କ) ଶିକ୍ଷାକର ପିତୃଭକ୍ତି, ______________ ଭିକ୍ଷା କର ପଛେ ସତ୍ୟ ବାଟ ନ ଛାଡ

ଶିକ୍ଷାକର ପିତୃଭକ୍ତି, ଦୀକ୍ଷାକର ଏହି ନୀତି
ଭିକ୍ଷା କର ପଛେ ସତ୍ୟ ବାଟ ନ ଛାଡ
(ଖ) ଦେବତା ହୋଇଲେ ସୁଦ୍ଧା, ______________
ଯେତେ ସାବଧାନେ ଗଲେ ଖସଇ ଗୋଡ ।
(ଖ) ଦେବତା ହୋଇଲେ ସୁଦ୍ଧା, ନ ଛାଡ଼ଇ ବିଘ୍ନ-ବାଧା
ଯେତେ ସାବଧାନେ ଗଲେ ଖସଇ ଗୋଡ ।
Question ୭ ।
ବଡ଼ କୋଠରିରେ କେତେଗୁଡିଏ ଶବ୍ଦ ରହିଛି । ଯେଉଁ ଶବ୍ଦଗୁଡିକ ଗୁଣକୁ ବୁଝାଉ ନାହିଁ, ସେଗୁଡିକୁ ବାଛି ସାନ କୋଠରିରେ ଲେଖୁ । (ପ୍ରଶ୍ନ ସହିତ ଉତ୍ତର) (ସତ୍ୟ, ଭକ୍ତ, ଦାସ, ଭକ୍ତି, ସ୍ନେହ, ସୁଖ, ଯଶ, ପୀଡା, ଶିକ୍ଷା, ଦୀକ୍ଷା)

ଭକ୍ତ, ଦାସ, ସୁଖ, ପୀଡା, ଯଶ
Question ୮ ।
ତଳେ ଦିଆଯାଇଥିବା ଉକ୍ତି ମଧ୍ୟରୁ ଯେଉଁଟି କବିଙ୍କର ପରାମର୍ଶ ନୁହେଁ ବୋଲି ଭାବୁଛ, ତାକୁ କୋଠରି ମଧ୍ୟରେ ଲେଖ । (ପଶ୍ନ ସହ ଉତ୍ତର)

(ଗ) ଚିତ୍ତ ଦୃଢ଼ ନ କରିବା ପାଇଁ
Question ୯।
ସ୍ନେହର ବାଡ, ମମତାର ଡୋର, ସ୍ନେହର ସୂତା, ବିଘ୍ନବାଧା, ଭାଇଭାଇ, ପିତାପୁତ୍ର, ମାୟାମୋହ, ଦୃଢ଼, ଚିତ୍ତ, ଭକ୍ତି, ସତ୍ୟ, ଶବ୍ଦ|ଶବ୍ଦପୁଞ୍ଜିକୁ ନେଇ କବିତାଟିଏ ରଚନା କରିବା ।

ସ୍ନେହର ବାଡ଼ ପରିବାର । ଲାଗିଛି ମମତାର ଡୋର॥
ସ୍ନେହର ସୂତା ପିତାମାତା । ସଭିଙ୍କୁ କହି ପ୍ରିୟକଥା ॥
ନଦେଇ ମନେ ବିଘ୍ନବାଧା । ଭାଇ ଭାଇରେ ପ୍ରିୟ ସଦା ।
ପିତା ପୁତ୍ରରେ ଥାଏ ପ୍ରିୟ । ସଂସାରେ ଏହା ମାୟାମୋହ !
ମନଚିତ୍ତକୁ ଦୃଢ଼କରି । କପଟ ଭାବ ପରିହର !!
ଗୁରୁଜନରେ ଭକ୍ତି କରି । ସତ୍ୟରେ ଦିନନେବ ହରି ॥

୧୦ । ‘ଲୋଭ’ ଶବ୍ଦରୁ ନାମଧାତୁ କ୍ରିୟା ଗଠନ କଲେ ହୁଏ ‘ଲୋଭାଇବା ବା ଲୋଭେଇବା’ ।
ନିମ୍ନରେ ପ୍ରଦତ୍ତ ଶବ୍ଦରୁ ନାମଧାତୁ କ୍ରିୟା ଗଠନ କରି ସେମାନଙ୍କୁ ବାକ୍ୟରେ ବ୍ୟବହାର କରିବା ।
ଶବ୍ଦ ନାମଧାତୁ କ୍ରିୟା ବାକ୍ୟ ବାକ୍ୟ
ଗାଟ
ଗୋଡ
ମନ
ଆଖି
ହାତ
ଗାଟ
ଗୋଡ
ମନ
ଆଖି
ହାତ
Answer:
ଶବ୍ଦ ନାମଧାତୁ କ୍ରିୟା ବାକ୍ୟ ବାକ୍ୟ
ଗାଟ ବାଟୋଇବା ନୂଆ ପିଲାଙ୍କୁ ବାଟୋଇବା ପାଇଁ, ମୁଁ ହରିକୁ ପଠାଇଛି ।
ଗୋଡ ଗୋଡ଼େଇବା କାହାରି ପଛରେ ଗୋଡ଼େଇଲେ କେହି ବଡ଼ ହୁଏ ନାହିଁ ।
ମନ ମନେଇବା ପିଲାଙ୍କୁ ମନେଇବା ଲାଗି ଶିକ୍ଷକ ବହୁତ ଚେଷ୍ଟା କଲେ ।
ଆଖି ଆଖେଇବା ପର ଦ୍ରବ୍ୟକୁ ଆଖେଇବା ଉତ୍ତମ ବ୍ୟକ୍ତିର ଲକ୍ଷଣ ନୁହେଁ ।
ହାତ ହାତେଇବା ନିଜର କାର୍ଯ୍ୟ ସିଦ୍ଧି ପାଇଁ ସେ ତୁମକୁ ହାତେଇଛି ।

Question ୧୧ ।
ଏକାଭଳି ଶୁଭୁଥିବା ଅଲଗା ଅର୍ଥଥିବା କେତେଗୁଡିଏ ଶବ୍ଦ ତଳେ ଲେଖାଯାଇଛି । ସେମାନଙ୍କର ସ୍ପଷ୍ଟ ଅର୍ଥ ପ୍ରକାଶ କରିବା ନିମନ୍ତେ ସେମାନଙ୍କୁ ବାକ୍ୟରେ ବ୍ୟବହାର କରିବା ।

ସୁଧା __________।
ସୁଦ୍ଧା __________।
ଆଶ __________।
ଆସ __________।
ନିତି ___________।
ନାତି ___________।
ସୁଦ୍ଧା __________।
ଆଶ __________।
ଆସ __________।
ନିତି ___________।
ନାତି ___________।
Answer:
ସୁଧା – ଦେବତାମାନେ ସୁଧା ପାନ କରି ଅମର ହୋଇଛନ୍ତି ।
ସୁଦ୍ଧା – ତୁମେ କାଲି ସୁଦ୍ଧା କଟକ ପଳାଇଯିବା ଭଲ ।
ଆଶ – ପିଲାଟିର ଖାଇବା ଜିନିଷରେ ଆଶ ରହିଛି ।
ଆସ – ଆସ, ଘରକୁ ଯିବା ।
ନିତି – ସେ ନିତିଦିନ ବ୍ୟାୟାମ କରେ ।
ନାତି – ନୀତିରେ ଚାଲିଲେ ତୁମର କ୍ଷତି ହେବ ନାହିଁ ।

BSE Odisha 8th Class Odia Solutions Chapter 3 ଶିକ୍ଷାଦୀକ୍ଷା
Question ୧୨ ।
ମୋହମାୟା, ବାଧାବିଘ୍ନ ଭଳି ଆଉ ଚାରୋଟି ଯୁଗ୍ମଶବ୍ଦ ଲେଖୁବା ।
ମୋହମାୟା, ବାଧାବିଘ୍ନ ଭଳି ଆଉ ଚାରୋଟି ଯୁଗ୍ମଶବ୍ଦ ଲେଖୁବା ।
Answer:
ଦୁଃଖଯନ୍ତ୍ରଣା, ମୁଖସମ୍ପଦ, କ୍ରିୟାକର୍ମ, କଳକୌଶଳ

Question ୧୩ ।
ଲକ୍ଷ୍ମଣଙ୍କ ମା’ଙ୍କ ନାଁ ସୁମିତ୍ରା । ସୁମିତ୍ରାଙ୍କ ପୁଅ ହୋଇଥିବାରୁ ଲକ୍ଷ୍ମଣଙ୍କର ଗୋଟିଏ ନାଁ ହେଉଛି ‘ସୁମିତ୍ରାନନ୍ଦନ’ ବା ‘ସୌମିତ୍ର’ । ନିଜ ମା’ଙ୍କ ନାମ ଅନୁସାରେ ନାମ ଧାରଣ କରିଥିବା ଆଉ ପାଞ୍ଚଜଣ ପୌରାଣିକ ଚରିତ୍ରଙ୍କ ନାମ ଲେଖ ।

କୁନ୍ତୀଙ୍କ ପୁତ୍ର _____________
ପୃଥାଙ୍କ ପୁତ୍ର _____________
ବିନତାଙ୍କ ପୁତ୍ର ___________
ରାଧାଙ୍କ ପୁତ୍ର ____________
ଗଙ୍ଗଙ୍କ ପୁତ୍ର _____________
ପୃଥାଙ୍କ ପୁତ୍ର _____________
ବିନତାଙ୍କ ପୁତ୍ର ___________
ରାଧାଙ୍କ ପୁତ୍ର ____________
ଗଙ୍ଗଙ୍କ ପୁତ୍ର _____________
Answer:
କୁନ୍ତୀଙ୍କ ପୁତ୍ର – କୌନ୍ତେୟ
ପୃଥାଙ୍କ ପୁତ୍ର – ପାର୍ଥ
ବିନତାଙ୍କ ପୁତ୍ର – ବୈନତୟ
ରାଧାଙ୍କ ପୁତ୍ର – ରାଧେୟ
ଗଙ୍ଗଙ୍କ ପୁତ୍ର – ଗାଙ୍ଗେୟ
କୁନ୍ତୀଙ୍କ ପୁତ୍ର – କୌନ୍ତେୟ
ପୃଥାଙ୍କ ପୁତ୍ର – ପାର୍ଥ
ବିନତାଙ୍କ ପୁତ୍ର – ବୈନତୟ
ରାଧାଙ୍କ ପୁତ୍ର – ରାଧେୟ
ଗଙ୍ଗଙ୍କ ପୁତ୍ର – ଗାଙ୍ଗେୟ
Question ୧୪ ।
‘ଭିକ୍ଷା କର ପଛେ ସତ୍ୟ ବାଟ ନ ଛାଡ଼ ।’ ଏହି ଧାଡ଼ିଟିର ପ୍ରକୃତ ଅର୍ଥକୁ ନିମ୍ନରେ ପ୍ରଦତ୍ତ ଉତ୍ତର ମଧ୍ୟରୁ ବାଛି ଲେଖ ।

(କ) ପରେ ଭିକ୍ଷା ମାଗିବ ଆଗ ସତ୍ୟକୁ ବାଟ ଛାଡ଼ିଦିଅ ।
(ଖ) ପରେ ଭିକ୍ଷା ମାଗିବ କିନ୍ତୁ ସତ୍ୟର ବାଟ ଛାଡ଼ ନାହିଁ ।
(ଗ) ଯେତେ ଅସୁବିଧା ହେଲେ ବି ସତ୍ୟପଥରୁ ଘୁଞ୍ଚ ନାହିଁ ।
(ଘ) ଭିକ ମାଗି ବଞ୍ଚିବାକୁ ହେଲେ ମଧ୍ୟ ସତ୍ୟପଥକୁ ଛାଡ଼ ନାହିଁ ।

ପରାକ୍ଷା ଉପଯେ।ଗା ଅତିରିକ୍ତ ପ୍ରଶ୍ନୋତ୍ତର
ନିର୍ଦ୍ଦିଷ୍ଟ ଉତ୍ତରମୂଳକ ପ୍ରଶ୍ନେ।ତ୍ତର :
ନିର୍ଦ୍ଦିଷ୍ଟ ଉତ୍ତରମୂଳକ ପ୍ରଶ୍ନେ।ତ୍ତର :
Question ୧।
‘ଶିକ୍ଷାଦୀକ୍ଷା’ କବିତାରେ କବି ଏପରି କିଛି ଶବ୍ଦ ବ୍ୟବହାର କରିଛନ୍ତି ଯେଉଁମାନଙ୍କ ଯୋଗୁଁ କବିତାଟି ଶ୍ରୁତମଧୁର ହୋଇପାରିଛି । କବିତାଟିକୁ ମନଦେଇ ପଢ଼ି ସେହି ଶବ୍ଦଗୁଡ଼ିକ ବାଛି ଲେଖ । (ଉଦାହରଣ : ଶିକ୍ଷା, ଦୀକ୍ଷା)

ଶିକ୍ଷା, ଦୀକ୍ଷା, ଭିକ୍ଷା
ଭକ୍ତି, ନୀତି
ପତିବ୍ରତା, ଏହି କଥା
କେଡ଼େ, ଛାଡ଼େ
ଗୂଢ଼, ବାଡ଼
ସୁଦ୍ଧା, ବାଧା
କେଭେ, ଲେ।ଭେ
ଦେଖ୍, ସୁଖୀ
ଆଶ, ଦାସ
ଯୋଡ଼, ଗଡ଼
ଶିକ୍ଷା, ଦୀକ୍ଷା, ଭିକ୍ଷା
ଭକ୍ତି, ନୀତି
ପତିବ୍ରତା, ଏହି କଥା
କେଡ଼େ, ଛାଡ଼େ
ଗୂଢ଼, ବାଡ଼
ସୁଦ୍ଧା, ବାଧା
କେଭେ, ଲେ।ଭେ
ଦେଖ୍, ସୁଖୀ
ଆଶ, ଦାସ
ଯୋଡ଼, ଗଡ଼